ଜିଲ୍ଲା ପ୍ରଶାସନ ଏବଂ ଅରୁଣା ସ୍ୱେଚ୍ଛା ସେବୀ ସଂଗଠନ ମିଳିତ ଆନୁକୁଲ୍ୟରେ ଶିଶୁ ଯତ୍ନ ଅନୁଷ୍ଠାନର କର୍ମକର୍ତ୍ତାଙ୍କୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ପ୍ରଶାସନ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ଅରୁଣା”ର ମିଳିତ ସହଯୋଗ କ୍ରମେ ପାରଳାଖେମୁଣ୍ଡି ସ୍ଥିତ ଜଳ ବିଭାଜିକା ସଭାଗୃହ ଠାରେ ମାତୃପିତ୍ରୁହୀନ
Read more


