ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଲା ଏକାଦଶ ଜାତୀୟ ମତଦାତା ଦିବସ ୧୮ ରୁ ୨୫ ବର୍ଷ ବୟସ ମଧ୍ୟରେ ପଞ୍ଜିକୃତ ନୂତନ ଭୋଟରଙ୍କୁ ପରିଚୟପତ୍ର ପ୍ରଦାନ
ବାଲେଶ୍ୱର,(ଓ୍ବାଇଏନ୍ଏସ୍): ଜିଲ୍ଲା ପ୍ରଶାସନ ପକ୍ଷରୁ ଏକାଦଶ ଜାତୀୟ ମତଦାତା ଦିବସ ଆଜି ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ପରିସରରେ ଆୟୋଜିତ
Read more