ଜିଲ୍ଲା ସ୍ତରୀୟ ବିଶ୍ୱ ଶ୍ରମିକ ଦିବସ ପାଳିତ

ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲା ମଣ୍ଡଳୀୟ ଶ୍ରମ ଆୟୁକ୍ତ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ରବିବାର ଦିନ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି।

Read more

Advertisement

ଏବେ ଏବେ