ଜି.ଉଦୟଗିରିର ଗାନ୍ଧୀ ଛକରେ ଆଲୋକ ଆସିବ କେବେ ?

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ଗାନ୍ଧୀ ଛକ ଆଜିକୁ ୧୨ ଦିନରୁ ଊର୍ଦ୍ଧ୍ବ ହେବ ଅନ୍ଧାରରେ ଅଛି ।

Read more

Advertisement

ଏବେ ଏବେ