ଜୟପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ

ତିହିଡ଼ି, (ଯୁଗାବ୍ଦ ନ୍ୟୁଜ) : ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ କୁବେରା ପଂଚାୟତ ଅଧୀନ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି

Read more

Advertisement

ଏବେ ଏବେ