ଝାରସୁଗୁଡାର ୧୨୬ ବର୍ଷ ପୁରୁଣା ପୋଷ୍ଟ ଅଫିସ୍କୁ ‘ଐତିହ୍ୟ ପୋଷ୍ଟ ଅଫିସ୍’ର ମାନ୍ୟତା ଦେବା ପାଇଁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧନ
ନୂଆଦିଲ୍ଲୀ / ଭୁବନେଶ୍ୱର, ଝାରସୁଗୁଡାର ୧୨୬ ବର୍ଷ ପୁରୁଣା ପୋଷ୍ଟ ଅଫିସ୍କୁ ‘ଐତିହ୍ୟ ପୋଷ୍ଟ ଅଫିସ୍ ସୌଧ’ ଭାବେ ଘୋଷଣା କରିବା ସହ ଏହାର ପୁନଃଉଦ୍ଧାର, ରକ୍ଷଣାବେକ୍ଷଣ
Read more