ଟାଉନବଳରାମପୁର ହତ୍ୟା ଘଟଣା: ଅଭିଯୁକ୍ତକୁ କୋର୍ଟ ଚାଲାଣ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ଟାଉନବଳରାମପୁର ଗାମରେ ଶୁକ୍ରବାର ଛୁରାଭୂଷି ହତ୍ୟା କରିଥିବାଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି

Read more

Advertisement

ଏବେ ଏବେ