ଟାଙ୍ଗଣାପଲ୍ଲୀ ପଂଚାୟତ ରେ ବିଜେଡି ର ଜନ ସମ୍ପର୍କ ପଦଯାତ୍ରା

ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୧୯ନଂ ଜିଲ୍ଲାପରିଷଦ ଜୋନ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ପଂଚାୟତରେ ଶନିବାର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ