ଟୋକେନ୍ ଆସିଥିବା ସମସ୍ତ ଚାଷୀଙ୍କ ଧାନ ତୁରନ୍ତ କିଣିବା ଦାବୀ ନେଇ ଗଂଜାମ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ
ଛତ୍ରପୁର, (ଦେବଦତ୍ତ ମହାରଣା):ଟାର୍ଗେଟ କୁ ଆଳ ଦେଖାଇ ପଞ୍ଜିକୃତ ଚାଷୀଙ୍କ ଧାନ କିଣାଯାଉ ନାହିଁ । ଯାହାଫଳରେ ଚାଷୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।
Read more


