ଠାକୁରାଣୀ ବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଭାବ ନେଇ ତାଲା ପକାଇଲେ ଗ୍ରାମବାସୀ
ରାଇରଙ୍ଗପୁର, (ଅକ୍ଷୟ କୁମାର ବିଶ୍ୱାଳ):ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ପୌରାଞ୍ଚଳ ଅନ୍ତର୍ଗତ ଠାକୁରାଣୀ ବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ପାଠପଢ଼ା ବିପର୍ଯ୍ୟସ୍ତ ହୋଇଯାଇଛି ।
Read more


