ଠାକୁର ଅନୁକୂଳ ଚନ୍ଦ୍ରଙ୍କ ଶୁଭ ଆବିର୍ଭାବ ଦିବସ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ କହରାପୋଖରୀ ସ୍ଥିତ ସତସଙ୍ଗ ବିହାର ଠାରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୬ତମ ଶୁଭ ଆବିର୍ଭାବ ଦିବସ ପାଳିତ ହୋଇଛି।

Read more

Advertisement

ଏବେ ଏବେ