ଡିଆରଡିଏ ପିଡି ଭାବେ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ ଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,(ଦେବଦତ୍ତ ମହାରଣା) :ଡିଆରଡିଏ ପିଡି ଭାବେ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ ।

Read more

Advertisement

ଏବେ ଏବେ