ଡେଙ୍ଗୁ ମ୍ୟାଲେରିଆ ଓ ଡାଇରିଆରେ ସଚେତନତା କାର୍ଯ୍ୟକ୍ରମ

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଡେଙ୍ଗୁ, ମ୍ଯାଲେରିଆ ଓ ଡାଇରିଆ ରୋଗର ପ୍ରତିକାର ଓ ନିରାକରଣ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ