ଡେରାବିଶ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବାସଂସ୍ଥା ଶିବିର

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ଡେରାବିଶ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗତ ରବିବାର ଠାରୁ ଆରମ୍ଭ ହୋଇଥିବା ଶୀତକାଳୀନ ଜାତୀୟ ସେବାସଂସ୍ଥାର ସ୍ୱତନ୍ତ୍ର ଶିବିର ଶନିବାର ଉଦଯାପିତ ହୋଇଯାଇଛି

Read more

Advertisement

ଏବେ ଏବେ