ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ ଯୋଗୁଁ ୪୦ ଜଣ ତୀର୍ଥଯାତ୍ରୀ ଫାଶୀ ରହିଥିଲେ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):ସାରା ରାଜ୍ୟରେ ଡ୍ରାଇଭର ମାନେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡ଼ାକରା ଦେଇଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲ୍ଲାରେ ମଧ୍ଯ ଦେଖିବାକୁ ମିଳିଛି।

Read more

Advertisement

ଏବେ ଏବେ