ତହସିଲ କାର୍ଯ୍ୟାଳୟ ପରିଦର୍ଶନ କଲେ ଜିଲ୍ଲାପାଳ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍‌) : ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ପୂର୍ବାହ୍ନରେ ଛତ୍ରପୁର ତହସିଲ କାର୍ଯ୍ୟାଳୟ ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ।

Read more

Advertisement

ଏବେ ଏବେ