ତାମ୍ପରା ପାଟତଡ ରୟତଙ୍କ ପାଇଁ ସ୍ୱତନ୍ତ୍ର ରାସ୍ତା ନିର୍ମାଣ ନିମନ୍ତେ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ
ଛତ୍ରପୁର,(ଦେବଦତ୍ତ ମହାରଣା) : ତାମ୍ପରା ପାଟତଡ ରୟତ ପାଇଁ ସ୍ୱତନ୍ତ୍ର ରାସ୍ତା ନିର୍ମାଣ ନିମନ୍ତେ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ରୟତ ସଂଘ ପକ୍ଷରୁ
Read more


