ତାରା ତାରିଣୀ ମନ୍ଦିରରୁ ଚୋରି ମାମଲାର ଷ୍ଟାଟସ୍ ରିପୋର୍ଟ ମାଗିଲେ ଦକ୍ଷିଣାଂଚଳ ରାଜସ୍ବ କମିଶନର
ବ୍ରହ୍ମପୁର,(ଅନିଲ କୁମାର):ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରସ୍ଥିତ ପ୍ରସିଦ୍ଧ ମା’ ତାରା ତାରିଣୀ ମନ୍ଦିରରୁ ଅଳଙ୍କାର ଚୋରି ଘଟଣାରେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଜିଲ୍ଲା ପ୍ରଶାସନଠାରୁ ଷ୍ଟାଟସ୍ ରିପୋର୍ଟ ମାଗିଛନ୍ତି।
Read more