ତିନି ତଲାକ୍ ବିଲ୍ ଗୃହିତ ହେବା ଅବସରରେ ମୁସଲିମ ମହିଳାଙ୍କୁ ଶୁଭେଚ୍ଛା ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,(ଯୁଗାବ୍ଦ ନ୍ୟୁଜ୍): ରାଜ୍ୟସଭାରେ ମଙ୍ଗଳବାର ଐତିହାସିକ ତିନି ତଲାକ୍ ବିଲ୍ ଗୃହିତ ହେବା ଅବସରରେ ସମସ୍ତ ମୁସଲିମ ମାଆ ଭଉଣୀ ମାନଙ୍କୁୁ ସାମାଜିକ ଗଣମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି

Read more

Advertisement

ଏବେ ଏବେ