ତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ପୋଲିଂ କର୍ମଚାରୀଙ୍କ ପ୍ରଶିକ୍ଷଣ ଶିବିର

ଜଗତସିଂହପୁର,(ଅନସୂୟା ରାଉତ): ଆଜି ଜଗତସିଂହପୁର ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସ୍ୱାମୀ ବିବେକାନନ୍ଦ ସ୍ମାରକ ସ୍ବୟଂ ଶାସିତ ମହାବିଦ୍ୟାଳୟ ଜଗତସିଂହପୁର ପରିସରରେ ନିର୍ବାଚନ ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି

Read more

Advertisement

ଏବେ ଏବେ