ଦଶମ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷା କରିବାକୁ ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲୀ: ପରୀକ୍ଷା ଉପରୁ ଲକ୍ ଡାଉନ କଟକଣା ହଟାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ଦଶମ, ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଇଛି।

Read more

Advertisement

ଏବେ ଏବେ