ଦାଦନ ଖଟିବାକୁ ଯାଉଥିବା ବିଷ୍ଣୁପୁର ଗ୍ରାମର ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ

ହାଟଡିହହି, (ବିକାଶ ବିଶ୍ୱାଳ):କେନ୍ଦୁଝର ଜିଲା ହାଟଡିହି ବ୍ଲକ ଶାଳନିଆ ପଞ୍ଚାୟତ ବିଷ୍ଣୁପୁର ଗ୍ରାମର ଜଣେ ଯୁବକ ଦାଦନ ଖଟିବାକୁ ବାଙ୍ଗାଲୋର ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି।

Read more

Advertisement

ଏବେ ଏବେ