ଦାରିଙ୍ଗବାଡିରେ ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିରେ ନୂତନ ବିଡିଓ ଭାବେ ଅଭିମନ୍ୟୁ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି।

Read more

Advertisement

ଏବେ ଏବେ