ଦିବ୍ୟାଙ୍ଗ ସାଧନ କେନ୍ଦ୍ର”ର ଶୁଭ ଉଦ୍ଘାଟନ ଅନୁଷ୍ଠିତ

ଭଞ୍ଜନଗର, (ସନ୍ତୋଷ କୁମାର ଜେନା):ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଳକସ୍ତରୀୟ ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କ ନିମିତ୍ତ “ଦିବ୍ୟାଙ୍ଗ ସାଧନ କେନ୍ଦ୍ର”ର ଶୁଭ ଉଦ୍ଘାଟନ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ