ଦିଲ୍ଲୀରେ ପୁଣି ଜଣେ ଡାକ୍ତର କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ : ଦିଲ୍ଲୀ-ଏନ୍‌ସିଆରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଦିଲ୍ଲୀଠାରେ ପୁଣି ଜଣେ ଡାକ୍ତରଙ୍କଠାରେ କରୋନା ପଜିଟିଭି ମିଳିଛି ।

Read more

Advertisement

ଏବେ ଏବେ