ଦିଲ୍ଲୀ ହିଂସାକାଣ୍ଡ : ଗୁଳିଚାଳନାକାରୀ ଶାହରୁଖ୍‌ ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ହିଂସାକାଣ୍ଡରେ ଗୁଳିଚାଳନାକାରୀ ଅଭିଯୁକ୍ତକୁ ଗିରଫ କରିଛି ଦିଲ୍ଲୀ ପୋଲିସ୍‌ । ଗୁଳି ଚାଳନାକାରୀ ଶାହରୁଖକୁ ଦିଲ୍ଲୀ କ୍ରାଇମବ୍ରାଞ୍ଚ ଉତ୍ତର ପ୍ରଦେଶରୁ ଗିରଫ କରିଛି

Read more

Advertisement

ଏବେ ଏବେ