ଦୁଇ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବର ପଞ୍ଚାୟତର ହରିହର ସାହି ଏବଂ ନୂଆଁ ପରଶୁଲୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ