ଦୁବାଇରେ ଫସି ରହିଥିବା ଓଡିଆଙ୍କ ଉଦ୍ଧାର ଲାଗି ବୈଦେଶିକ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,(ଯୁଗାଦ୍ଦ ନ୍ୟୁଜ) ଦୁବାଇରେ ଫସି ରହିଥିବା ୧୦ ଓଡିଆ ଯୁବକଙ୍କ ଉଦ୍ଧାର ଲାଗି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡାକ୍ତର ଶୁଭ୍ରମଣ୍ୟମ ଜୟଶଙ୍କରଙ୍କୁ ଗୁରୁବାର ପତ୍ର ଲେଖିଛନ୍ତି

Read more

Advertisement

ଏବେ ଏବେ