ଦୁଷ୍କର୍ମ ଅଭିଯୁକ୍ତକୁ ଅତିରିକ୍ତ ଆଡହକ ଫାଷ୍ଟଟ୍ରାକ ସେସନସ୍ କୋର୍ଟର୧୨ବର୍ଷ କାରାଦଣ୍ଡାଦେଶ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଅତିରିକ୍ତ ଆଡହକ ଫାଷ୍ଟଟ୍ରାକ କୋର୍ଟ ସେସନସ ଜଜ ତ୍ରିବୀକ୍ରମ କେଶରୀ ଚିନ୍ନାରା ଜଣେ ଦୁଷ୍କର୍ମ ଅଭିଯୁକ୍ତକୁ ଆଜି ୧୨ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି

Read more

Advertisement

ଏବେ ଏବେ