ଦେଶର ଇସ୍ପାତ ଶିଳ୍ପର କଂଚାମାଲ ପାଇଁ ବଡ ପଦକ୍ଷେପ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,  ଷ୍ଟିଲ୍ ଅଥୋରିଟି ଅଫ୍ ଇଣ୍ଡିଆ (ସେଲ୍) ନିଜ ଉତ୍ପାଦିତ ଲୁହାପଥରର ୨୫ ପ୍ରତିଶତ ଘରୋଇ ବଜାରରେ ପ୍ରଦାନ କରିବା ପାଇଁ ଖଣି ମନ୍ତ୍ରଣାଳୟକୁ ଅନୁମତି ଦେଇଛି

Read more

Advertisement

ଏବେ ଏବେ