ଦେଶ ପ୍ରତି ଥିବା ଅବଦାନ ବାଜପେୟୀଙ୍କୁ ଚିରସ୍ମରଣୀୟ ରଖିବ : ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, : ରାଷ୍ଟ୍ରବାଦୀ, ଦୂରଦୃଷ୍ଟିସମ୍ପନ୍ନ ତଥା ଭାରତର ଜଣେ ସବୁଠାରୁ ଲୋକପ୍ରିୟ ରାଜନେତା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
Read more