ଦ୍ୱିତୀୟ ଲହର ସରିନି : ଡିଏମଇଟି

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ରାଜ୍ୟରେ ସଂକ୍ରମଣ ନିମ୍ନଗାମୀ ହେଉଛି । ଦ୍ୱିତୀୟ ଲହର ସରିଆସୁଛି, କିନ୍ତୁ ସମ୍ପୂର୍ଣ୍ଣ ସରିନି ବୋଲି ଡିଏମଇଟି ନିର୍ଦ୍ଦେଶକ ସି.ବି.କେ ମହାନ୍ତି କହିଛନ୍ତି ।

Read more

Advertisement

ଏବେ ଏବେ