ଧୁମାତ ପଂଚାୟତ ପକ୍ଷରୁ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ନୀରବ ପ୍ରାର୍ଥନା
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବୁଧବାର ସନ୍ଧ୍ୟା ୬ଟା ସମୟରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଧୁମାତ ପଂଚାୟତ କାର୍ଯ୍ୟାଳୟ ପରିସରରେ କୋଭିଡ-୧୯ ନିୟମକୁ ଅନୁପାଳନ
Read more


