ନବୀନବାବୁଙ୍କ ୭୭ତମ ଜୟନ୍ତୀ ଅବସରରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରକ୍ତଦାନ ଶିବିର

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ନବୀନବାବୁଙ୍କ ୭୭ତମ ଜୟନ୍ତୀ ଅବସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ