ନାଉଗାଁବ୍ଳକର ବିଭିନ୍ନ ସ୍ଥାନରେ ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କର ପୂଜାର୍ଚ୍ଚନା

ନାଉଗାଁ :ପବିତ୍ର ଶ୍ରୀ ପଂଚମୀ ଅବସରରେ ନାଉଗାଁ ବ୍ଳକର ବିଭିନ୍ନ ବିଦ୍ୟାଳୟ,ମହାବିଦ୍ୟାଳୟ ଓ କ୍ଲବ ମାନଙ୍କରେ ବିଦ୍ୟାଦାତ୍ରୀ ମା ସରସ୍ୱତୀଙ୍କର ପୂଜା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ