ନାଉଗାଁ ବ୍ଳକ ଗୋଠଦା-ଇଚ୍ଛାପୁର ରାସ୍ତାରୁ ଜବରଦଖଲ ଉଚ୍ଛେଦ ପାଇଁ ତହସିଲଦାରଙ୍କୁ ଅଭିଯୋଗ
ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅନ୍ତର୍ଗତ ଗୋଠଦା-ଇଚ୍ଛାପୁର ରାସ୍ତାରୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ତହସିଲଦାର ଅକ୍ଷୟ କୁମାର ବଡୁଙ୍କୁ ଅଭିଯୋଗ କରିଛନ୍ତି
Read more