ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡ ଶୁଣାଇଲେ ଅତିରିକ୍ତ ଜିଲ୍ଲା ଦୈରାଜଜ୍
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ଅତିରିକ୍ତ ସ୍ୱତନ୍ତ୍ର ଦୈରାଜଜ୍ ପ୍ରଦୀପ କୁମାର ସାମଲ ଆଜି ଏକ ଦୁଷ୍କର୍ମ ମାମଲାର ଶୁଣାଣି କରି ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡ
Read more



