ନିଖିଳ ଉତ୍କଳ ବେସରକାରୀ ଶିକ୍ଷକ ସଙ୍ଘ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

କେନ୍ଦ୍ରାପଡା – ନିଖିଳ ଉତ୍କଳ ବେସରକାରୀ ଶିକ୍ଷକ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖାର କାର୍ଯ୍ୟକାରିଣୀ ବୈଠକ ବୁଧବାର ପୂର୍ବାହ୍ନରେ ଆଳି ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ