ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ଦାବିରେ ସିପିଆଇର ଜୋନ ସମ୍ମିଳନୀ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡ଼ା ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ପ୍ରଭୃତି ଦାବିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଏକ ଜୋନସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ
Read more