ନିର୍ଦ୍ଧିଷ୍ଟ ସମୟ ସୀମାରେ ପ୍ରକଳ୍ପ ସାରିବାକୁ ଗୁରୁତ୍ୱ : ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଉନ୍ନୟନ କାର୍ଯ୍ୟ ସମୀକ୍ଷା ବୈଠକ ।

ଯାଜପୁର,: ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଶନିବାର ପୂର୍ବାହ୍ନରେ ଜିଲ୍ଳ୍‌ା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ମିନି ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା ।

Read more

Advertisement

ଏବେ ଏବେ