ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ବ୍ଲକରେ ଶାନ୍ତିପୂର୍ଣ୍ଣ ଭାବେ ସମାପନ

ପାରଳାଖେମୁଣ୍ଡି, (ତାରିଣୀ ପସାଦ ପଣ୍ଡା) :-ଗଜପତି ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନୂାଗଡ ଓ ଆର୍‌.ଉଦୟଗରି ବ୍ଲକରେ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ