ନିର୍ବାଚନ ଲଢ଼ିବେନି ମାୟା

ବହୁଜନ ସମାଜବାଦୀ ପାର୍ଟି ଅଧ୍ୟକ୍ଷା ମାୟାବତୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ମାୟାବତୀ ଚଳିତ ଲୋକସଭା ନିର୍ବାଚନ ନ ଲଢ଼ିବାକୁ ଘୋଷଣା କରିଛନ୍ତି।

Read more

Advertisement

ଏବେ ଏବେ