ନିର୍ମଳାପ୍ରଭା ନାୟକଙ୍କ ପରଲୋକରେ ଆଇନଜୀବୀ ଓ ବୁଦ୍ଧିଜୀବୀଙ୍କ ଶୋକ ପ୍ରକାଶ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ବିଶିଷ୍ଟ ସାରସ୍ୱତ ସାଧିକା ନିର୍ମଳାପ୍ରଭା ନାୟକଙ୍କ ପରଲୋକରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକପ୍ରକାଶ କରାଯାଇଛି ।

Read more

Advertisement

ଏବେ ଏବେ