ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ପୋଲସରା ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ୧୩୬ ତମ ବିଶ୍ୱ ଶ୍ରମିକ ଦିବସ ମଇ ୦୧ ତାରିଖ ଦିନ ପାଳିତ ହୋଇଯାଇଛି।

Read more

Advertisement

ଏବେ ଏବେ