ନୀଳକଣ୍ଠ ନଗର ଶିଶୁ ମନ୍ଦିରରେ ବାର୍ଷିକ ଉତ୍ସବ ପାଳିତ

ବ୍ରହ୍ମପୁର , (ଯୁଗାବ୍ଦ ନ୍ୟୁଜ) : ବ୍ରହ୍ମପୁରସ୍ଥିତ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୩୮ ତମ ବାର୍ଷିକ ଉତ୍ସବ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଛି

Read more

Advertisement

ଏବେ ଏବେ