ନୁଆସାହି କେଜିବିଭି ବିଦ୍ୟାଳୟର ବାର୍ଷିକ ଉତ୍ସବ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେଜିବିଭି) ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ