ନୂଆଁ ବସ ଷ୍ଟାଣ୍ଡ ଠାରେ ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ପରିବେଷଣକୁ ନେଇ ଆନ୍ତର୍ଜାତୀୟ ମାନବାଧିକାର ରକ୍ଷକ ଟିମର ତଦନ୍ତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ନୂଆବସ୍ଷ୍ଟାଣ୍ଡ ପରିସରରେ ଥିବା ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ପରିବେଷଣକୁ ନେଇ ଅଭିଯୋଗ ହୋଇଛି
Read more