ମହିଳା ଡିଗ୍ରୀ ମହାବିଦ୍ୟାଳୟର ନୂଆ -ଓ ଯୋଜନା ଅଧୀନରେ ଚାଲିଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗି ମାନଙ୍କୁ ପୁରସ୍କାର ବଣ୍ଟନ କଲେ ବିଧାୟକ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଏବଂ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପରିପ୍ରେକ୍ଷୀରେ ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ନୂଆ -ଓ
Read more


