ନୂତନ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ପବ୍ଲିକ ସର୍ଭିସ କମିସନ( ଓପିଏସସି) ଦ୍ୱାରା ପରିଚାଳିତ ଏଏସ୍‍ଓ ପରୀକ୍ଷାରେ କୃତକାର‌୍ୟ୍ୟ ହୋଇଥିବା ୫୦୦ ସଫଳ ପ୍ରାର୍ଥୀଙ୍କ ନିଯୁକ୍ତିକୁ ଅନୁମୋଦନ ଦେଇଛନ୍ତି।

Read more

Advertisement

ଏବେ ଏବେ