ନୂତନ ବସଷ୍ଟାଣ୍ଡ ପରିସରରେ ଆହାର କିଚେନ ଗୃହ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ସ୍ଥାନୀୟ ବିଧାୟକ

ଛତ୍ରପୁର, (ଦେବଦତ୍ତ ମହାରଣା) :-ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହର ରେ ଥିବା  ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଇ ଦେବା ନିମନ୍ତେ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଛି

Read more

Advertisement

ଏବେ ଏବେ